Deuteronomy 24:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ମିଶରରକ୍ସ୍ଟ ବାହାର ହାଇେ ଆସିବା ବେଳେ ପଥ ମଧିଅରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ମରିଯମ ପ୍ରତି ଯାହା କରିଥିଲେ ସେସବୁକକ୍ସ୍ଟ ତୁମ୍ଭମାନେେ ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମିଶରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରିୟମ ପ୍ରତି ଯାହା କରିଥିଲେ ସେସବୁକୁ ତୁମ୍ଭେମାନେ ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର।