Deuteronomy 25:1 — Compare Translations

5 translations compared side by side

Odia - 1840
"ଯେତବେେଳେ ଦୁଇଜଣଙ୍କ ମଧିଅରେ ମାଡପିଟ୍ ଲାଗେ, ସମାନେେ ନ୍ଯାୟଳୟକୁ ୟିବା ଉଚିତ୍। କିଏ ଦୋଷୀ ଓ କିଏ ନିର୍ ଦୋଷୀ ବିଗ୍ଭରକର୍ତ୍ତା ବିଗ୍ଭର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯେବେ ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକି ଦୋଷୀ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ଦୁଇଜଣଙ୍କ ମଧ୍ୟରେ ମାଡ଼ପିଟ୍ ଲାଗେ, ସେମାନେ ନ୍ୟାୟଳୟକୁ ଯିବା ଉଚିତ୍। କିଏ ଦୋଷୀ ଓ କିଏ ନିର୍ଦ୍ଦୋଷୀ ବିଗ୍ଭରକର୍ତ୍ତା ବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।