Deuteronomy 25:10 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ମଧିଅରେ 'ଚକ୍ସ୍ଟ୍ଯତ ପାଦକ୍ସ୍ଟକ ବଂଶ' ବୋଲି କକ୍ସ୍ଟହାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ ମଧ୍ୟରେ ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ମଧ୍ୟରେ ‘ଚ୍ୟୁତ ପାଦୁକ ବଂଶ’ ବୋଲି କୁହାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ ମଧ୍ୟରେ “ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ ମଧ୍ୟରେ ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ।