Deuteronomy 25:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯଥାର୍ଥ ଓ ନ୍ଯାଯ ବଟକରା ରଖିବ। ପକ୍ସ୍ଟଣି ଯଥାର୍ଥ ଓ ନ୍ଯାଯ ପରିମାଣ ପାତ୍ର ରଖିବ, ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ, ସହେି ଦେଶ ରେ ତୁମ୍ଭର ଦିନ ଦୀର୍ଘ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ। ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।