Deuteronomy 25:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ପରମେଶ୍ବର ସମାନଙ୍କେୁ ଘୃଣା କରନ୍ତି। ଯେଉଁମାନେ ଠକନ୍ତି, ଓଜନ ରେ କମ୍ ଦିଅନ୍ତି। ହଁ ସେ ଏହିପରି ଲୋକମାନଙ୍କୁ ଅତି ଘୃଣା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣା-ଯୋଗ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେମାନଙ୍କୁ ଘୃଣା କରନ୍ତି। ଯେଉଁମାନେ ଠକନ୍ତି, ଓଜନରେ କମ୍ ଦିଅନ୍ତି। ହଁ ସେ ଏହିପରି ଲୋକମାନଙ୍କୁ ଅତି ଘୃଣା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।
Recommended Reading