Deuteronomy 25:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ଶାନ୍ତ ଓ କ୍ଲାନ୍ତ ହବୋ ସମୟରେ ସେ ପଥରେ ତୁମ୍ଭକୁ ଭଟେି ତକ୍ସ୍ଟମ୍ଭ ପଶ୍ଚାଦବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତକ୍ସ୍ଟମ୍ଭ ପଛ ରେ କିପରି ଆକ୍ରମଣ କରିଥିଲା ଓ ସେ ପରମେଶଓରଙ୍କୁ ଭୟ କଲାନାହିଁ। ଏହା ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଶ୍ରା; ଓ କ୍ଳା; ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାଦ୍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ଵରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଶାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାଦ୍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କରିଥିଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ। ଏହା ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।