Deuteronomy 25:19 — Compare Translations

5 translations compared side by side

Odia - 1840
"ଏଥପାଇଁ ତୁମ୍ଭମାନେେ ଅମାଲକେୀଯମାନଙ୍କୁ ସମୂଳେ ଧ୍ବଂସ କରିବ। ତୁମ୍ଭମାନେେ ଏପରି କରିବ ଯେତବେେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶ ରେ ପ୍ରବେଶ କରିବ। ସହେି ଦେଶ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଚତକ୍ସ୍ଟର୍ଦିଗସ୍ଥ ତକ୍ସ୍ଟମ୍ଭ ଶତୃମାନଙ୍କଠାରକ୍ସ୍ଟ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରକ୍ସ୍ଟ ଅମାଲକେୀଯମାନଙ୍କୁ ସମୂଳେ ଧ୍ବଂସ କରବାକକ୍ସ୍ଟ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ-ତଳରୁ ଅମାଲେକର ସ୍ମରଣଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ତୁମ୍ଭେମାନେ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବ। ତୁମ୍ଭେମାନେ ଏପରି କରିବ ଯେତେବେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶରେ ପ୍ରବେଶ କରିବ। ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରୁ ଅମାଲେକୀୟମାନଙ୍କୁ ସମୂଳେ ଧ୍ୱଂସ କରିବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ-ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।