Deuteronomy 25:2 — Compare Translations
5 translations compared side by side
Odia - 1840
"ଯଦି ଦୋଷୀଲୋକ ପ୍ରହାରିତ ହବୋର ଯୋଗ୍ଯ ହକ୍ସ୍ଟଏ, ତବେେ ବିଗ୍ଭରକର୍ତ୍ତା ତାହାକକ୍ସ୍ଟ ଶକ୍ସ୍ଟଣାଇବ, ପକ୍ସ୍ଟଣି ତାହାର ଦୋଷ ଅନକ୍ସ୍ଟସା ରେ ଗଣି ଗଣି ଆପଣା ସମ୍ମକ୍ସ୍ଟଖ ରେ ତାହାକକ୍ସ୍ଟ ପ୍ରହାର କରାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେବେ ଦୋଷୀ ଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଚାରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଦୋଷୀଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଗ୍ଭରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯଦି ଦୋଷୀ ଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଚାରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯଦି ଦୋଷୀ ଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଚାରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ।