Deuteronomy 25:3 — Compare Translations
5 translations compared side by side
Odia - 1840
"ତୁମ୍ଭେ କାହାରିକକ୍ସ୍ଟ ଗ୍ଭଳିଶ ପ୍ରହାରରକ୍ସ୍ଟ ଅଧିକ ଦବନୋହିଁ। ଯଦି ତୁମ୍ଭେ କାହାକକ୍ସ୍ଟ ଗ୍ଭଳିଶ ଥରରକ୍ସ୍ଟ ଅଧିକ ପ୍ରହାର କର ତବେେ ଏହା ଜଣାୟିବ ତକ୍ସ୍ଟମ୍ଭପାଇଁ ତାହାର ଜୀବନ ତକ୍ସ୍ଟଛ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁଣ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କାହାରିକୁ ଗ୍ଭଳିଶ୍ ପ୍ରହାରରୁ ଅଧିକ ଦେବ ନାହିଁ। ଯଦି ତୁମ୍ଭେ କାହାକୁ ଗ୍ଭଳିଶ୍ ଥରରୁ ଅଧିକ ପ୍ରହାର କର ତେବେ ଏହା ଜଣାଯିବ ତୁମ୍ଭ ପାଇଁ ତାହାର ଜୀବନ ତୁଚ୍ଛ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ।