Deuteronomy 25:4 — Compare Translations
5 translations compared side by side
Odia - 1840
"ବଳଦମାନେ ବେଁଙ୍ଗଲା ରେ ବକ୍ସ୍ଟଲିବା ସମୟରେ ସମାନଙ୍କେର ମକ୍ସ୍ଟହଁ ବାନ୍ଧିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ତି ବାନ୍ଧିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ବଳଦମାନେ ବେଁଙ୍ଗଲାରେ ବୁଲିବା ସମୟରେ ସେମାନଙ୍କର ମୁହଁ ବାନ୍ଧିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।