Deuteronomy 25:5 — Compare Translations
5 translations compared side by side
Odia - 1840
"ଯଦି ଦକ୍ସ୍ଟଇଭାଇ ଏକତ୍ର ବାସ କରୁଥାନ୍ତି, ଯଦି ସମାନଙ୍କେ ମଧ୍ଯରକ୍ସ୍ଟ ଜଣେ ମ ରେ ଓ ତାହାର ସନ୍ତାନ ନ ଥାଏ, ତବେେ ସହେି ମୃତ ଲୋକର ସ୍ତ୍ରୀ ବାହାରର କୌଣସି ଲୋକକୁ ବିବାହ କରିବ ନାହିଁ। ତା'ର ଅନ୍ୟ ଭାଇଜଣକ ତାକକ୍ସ୍ଟ ବିବାହ କରି ରହିବ ଓ ତାହା ସହିତ ସହବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦେବର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଦୁଇଭାଇ ଏକତ୍ର ବାସ କରୁଥା’ନ୍ତି, ଯଦି ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ସ୍ତ୍ରୀ ବାହାରର କୌଣସି ଲୋକକୁ ବିବାହ କରିବ ନାହିଁ। ତା’ର ଅନ୍ୟ ଭାଇଜଣକ ତାକୁ ବିବାହ କରିବ ଓ ତାହା ସହିତ ସହବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।
Odia IRV 2017 (ଓଡିଆ ବାଇବେଲ)