Deuteronomy 25:6 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ସହେି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତା'ର ମୃତ ଭ୍ରାତାର ଉତ୍ତରାଧିକାରୀ ହବେ। ତହିଁରେ ତାହାର ନାମ ଇଶ୍ରାୟେଲରକ୍ସ୍ଟ ଲକ୍ସ୍ଟଲ୍ଗ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତା’ର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ। ତହିଁରେ ତାହାର ନାମ ଇସ୍ରାଏଲରୁ ଲୁପ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ।