Deuteronomy 25:7 — Compare Translations

5 translations compared side by side

Odia - 1840
"ଯଦି ସହେି ଲୋକର ଭାଇ ସହେି ସ୍ତ୍ରୀ ଲୋକକୁ ଗ୍ରହଣ କରିବାକୁ ମନାକରେ ତବେେ ସହେି ସ୍ତ୍ରୀ ନଗରଦ୍ବାର ରେ ପ୍ରାଚୀନବର୍ଗ ନିକଟକକ୍ସ୍ଟ ୟାଇ ଅଭିଯୋଗ କରି କହିବ ଯେ, 'ଆମ୍ଭ ଦବରେ ଇଶ୍ରାୟେଲ ମଧିଅରେ ଆପଣା ଭ୍ରାତାର ନାମ ରଖିବାକକ୍ସ୍ଟ ଅସମ୍ମତ, ସେ ଆମ୍ଭ ପ୍ରତି ଦବରରେ କର୍ତ୍ତବ୍ଯ କର୍ମ କରିବାକୁ ଇଛା କରେ। ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ପୁରୁଷ ଯେବେ ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗରଦ୍ଵାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେହି ଲୋକର ଭାଇ ସେହି ସ୍ତ୍ରୀ ଲୋକକୁ ଗ୍ରହଣ କରିବାକୁ ମନାକରେ ତେବେ ସେହି ସ୍ତ୍ରୀ ନଗରଦ୍ୱାରରେ ପ୍ରାଚୀନବର୍ଗ ନିକଟକୁ ଯାଇ ଅଭିଯୋଗ କରି କହିବ ଯେ, ‘ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗରଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।