Deuteronomy 25:8 — Compare Translations
5 translations compared side by side
Odia - 1840
"ତବେେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକକ୍ସ୍ଟ ଡାକି କହିବେ। ତହିଁରେ ଯବେେ ସେ ଛିଡା ହାଇେ କ ହେ ଯେ, 'ତାହାକକ୍ସ୍ଟ ଗ୍ରହଣ କରିବାକୁ ଆମ୍ଭର ଇଛା ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଛିଡ଼ା ହୋଇ କହେ ଯେ, ତାହାକୁ ଗ୍ରହଣ କରିବାକୁ ଆମ୍ଭର ଇଚ୍ଛା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ। ତହିଁରେ ଯେବେ ସେ ଛିଡ଼ା ହୋଇ କହେ ଯେ, ‘ତାହାକୁ ଗ୍ରହଣ କରିବାକୁ ଆମ୍ଭର ଇଚ୍ଛା ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, “ତାହାକୁ ଗ୍ରହଣ କରିବାକୁ ମୋʼ ର ଇଚ୍ଛା ନାହିଁ;”
Odia IRV 2017 (ଓଡିଆ ବାଇବେଲ)
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, ତାହାକୁ ଗ୍ରହଣ କରିବାକୁ ମୋ’ର ଇଚ୍ଛା ନାହିଁ;