Deuteronomy 26:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଖକ୍ସ୍ଟବ୍ଶିଘ୍ର ପ୍ରବେଶ କରିବ, ସହେି ଦେଶ ରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦବେେ। ତୁମ୍ଭମାନେେ ସଠାେରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ଅମଳ “ତୁମ୍ଭେମାନେ ଖୁବ୍ ଶୀଘ୍ର ପ୍ରବେଶ କରିବ, ସେହି ଦେଶରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭଙ୍କୁ ଦେବେ। ତୁମ୍ଭେମାନେ ସେଠାରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;