Deuteronomy 26:10 — Compare Translations

5 translations compared side by side

Odia - 1840
"ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକକ୍ସ୍ଟ ଯେଉଁ ଦେଶ ଦଇେଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ । ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକୁ ଯେଉଁ ଦେଶ ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।’ “ଏହା ପରେ ତୁମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ପ୍ରଣାମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।
Odia IRV 2017 (ଓଡିଆ ବାଇବେଲ)
ଏବେ, ହେ ସଦାପ୍ରଭୁ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।