Deuteronomy 26:11 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ପ୍ରତି ଓ ତକ୍ସ୍ଟମ୍ଭ ପରିବାର ପ୍ରତି ଯେଉଁ ସବୁ ମଙ୍ଗଳ କରିଛନ୍ତି, ସେ ସବୁ ରେ ତୁମ୍ଭେ ଓ ଲବେୀୟ ଓ ତକ୍ସ୍ଟମ୍ଭ ମଧ୍ଯବର୍ତ୍ତୀ ବିଦେଶୀଯ ଲୋକ ତୁମ୍ଭମାନେେ ସମସ୍ତେ ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେ ଯେ ମଙ୍ଗଳ କରିଅଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁସବୁ ମଙ୍ଗଳ କରିଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ ତୁମ୍ଭେମାନେ ସମସ୍ତେ ଆନନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।