Deuteronomy 26:12 — Compare Translations

5 translations compared side by side

Odia - 1840
"ତୃତୀୟ ବର୍ଷ ରେ ଅର୍ଥାତ୍ ଦଶମାଂଶ ବର୍ଷ ରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ଯ ଆଦିର ଦଶମାଂଶ ଦବୋର ସମାଲ୍ଗ କଲାପରେ ତୁମ୍ଭମାନେେ ଲବେୀୟକକ୍ସ୍ଟ, ବିଦେଶୀକି, ପିତୃହୀନକକ୍ସ୍ଟ ଓ ବିଧବାକକ୍ସ୍ଟ ତାହା ହବେ। ତହିଁରେ ସମାନେେ ତକ୍ସ୍ଟମ୍ଭ ନଗରଦ୍ବାର ମଧିଅରେ ଭୋଜନ କରି ତୃଲ୍ଗ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ଵାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୃତୀୟ ବର୍ଷରେ ଅର୍ଥାତ୍ ଦଶମାଂଶ ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟ ଆଦିର ଦଶମାଂଶ ଦେବାର ସମାପ୍ତ କଲାପରେ ତୁମ୍ଭେମାନେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ। ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।