Deuteronomy 26:13 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ନିଶ୍ଚଯ ଏହା କହିବ, 'ତୁମ୍ଭର ସମସ୍ତ ଆଜ୍ଞା ଅନକ୍ସ୍ଟସା ରେ ମୁ ଆପଣା ଗୃହରକ୍ସ୍ଟ ସମସ୍ତ ପବିତ୍ର ଖାଦ୍ୟ ବାହାର କରି ନଇେଛି। ଏବଂ ଲବେୀୟକକ୍ସ୍ଟ, ବିଦେଶୀମାନଙ୍କୁ, ପିତୃମାତୃହୀନମାନଙ୍କୁ ଓ ବିଧବାମାନଙ୍କୁ ଦଇେଅଛି। ମୁ ତୁମ୍ଭର କୌଣସି ଆଜ୍ଞା ଲଘଂନ କରିନାହିଁ କିଅବା ସଗେକ୍ସ୍ଟଡିକ ପାଶୋରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକି, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ନିଶ୍ଚୟ ଏହା କହିବ, ‘ତୁମ୍ଭର ସମସ୍ତ ଆଜ୍ଞା ଅନୁସାରେ ମୁଁ ଆପଣା ଗୃହରୁ ସମସ୍ତ ପବିତ୍ର ଖାଦ୍ୟ ବାହାର କରି ନେଇଛି। ଏବଂ ଲେବୀୟକୁ, ବିଦେଶୀମାନଙ୍କୁ, ପିତୃମାତୃହୀନମାନଙ୍କୁ ଓ ବିଧବାମାନଙ୍କୁ ଦେଇଅଛି। ମୁଁ ତୁମ୍ଭର କୌଣସି ଆଜ୍ଞା ଲଘଂନ କରି ନାହିଁ କିଅବା ସେଗୁଡ଼ିକ ପାଶୋରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ “ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞାଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋ’ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା-ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।