Deuteronomy 26:14 — Compare Translations
5 translations compared side by side
Odia - 1840
"ମୁ ଆପଣା ସବୋ ସମୟରେ ତହିଁରକ୍ସ୍ଟ କିଛି ଭୋଜନ କରି ନାହିଁ। କିଅବା ଅଶକ୍ସ୍ଟଚି ହାଇେ ତହିଁରକ୍ସ୍ଟ କିଛି ରଖିନାହିଁ। କିଅବା ମୃତ ଲୋକଙ୍କ ଉଦ୍ଦେଶ୍ଯ ରେ ତହିଁରକ୍ସ୍ଟ କିଛି ଦଇନୋହିଁ। ମୁ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ଧ୍ଯାନ ଦଇେଅଛି। ତୁମ୍ଭେ ମାେତେ ଯାହା ଯାହା ଆଜ୍ଞା କଲ, ସେ ସବୁ ମୁ ପାଳନ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ; ମୁଁ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସମସ୍ତ ମୁଁ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆପଣା ସେବା ସମୟରେ ତହିଁରୁ କିଛି ଭୋଜନ କରି ନାହିଁ। କିଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ। କିଅବା ମୃତ ଲୋକଙ୍କ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ଧ୍ୟାନ ଦେଇଅଛି। ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସବୁ ମୁଁ ପାଳନ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।
Odia IRV 2017 (ଓଡିଆ ବାଇବେଲ)