Deuteronomy 26:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ପବିତ୍ର ନିବାସ ସ୍ବର୍ଗରକ୍ସ୍ଟ ଦୃଷ୍ଟିପାତ କର। ଏବଂ ତୁମ୍ଭର ଲୋକ ଇଶ୍ରାୟେଲକକ୍ସ୍ଟ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନକ୍ସ୍ଟସା ରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦଇେଅଛ, ସହେି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶକକ୍ସ୍ଟ ଆଶୀର୍ବାଦ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ଵର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର। ଏବଂ ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।