Deuteronomy 26:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉ ଅଛନ୍ତି। ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦଯ ଓ ସମସ୍ତ ପ୍ରାଣ ସହିତ ତାହାସବୁ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ମାନିବ ଓ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ନିର୍ଦ୍ଦେଶମାନ ପାଳନ କର “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉ ଅଛନ୍ତି। ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାସବୁ ମାନିବ ଓ କରିବ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ମାନିବ ଓ କରିବ,