Deuteronomy 26:17 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆଜି ସଙ୍କଳ୍ପ କରିଅଛ ଯେ, ସେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ହବେେ ଓ ତୁମ୍ଭେ ତାହାଙ୍କ ପଥରେ ଗ୍ଭଲିବ ଓ ତାଙ୍କର ବିଧି, ଆଜ୍ଞା, ଶାସନ ମାନି ଚଳିବ ଏବଂ ତାହାଙ୍କ ସ୍ବର ଶକ୍ସ୍ଟଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆଜି ଅଙ୍ଗୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆଜି ସଙ୍କଳ୍ପ କରିଅଛ ଯେ, ସେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଗ୍ଭଲିବ ଓ ତାଙ୍କର ବିଧି, ଆଜ୍ଞା, ଶାସନ ମାନି ଚଳିବ ଏବଂ ତାହାଙ୍କ ସ୍ୱର ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।