Deuteronomy 26:18 — Compare Translations

5 translations compared side by side

Odia - 1840
"ଏବଂ ସଦାପ୍ରଭୁ ଆଜି ତାଙ୍କ ପ୍ରତିଜ୍ଞା ଅନକ୍ସ୍ଟସା ରେ ଘାଷେଣା କରିଛନ୍ତି ଯେ, ତୁମ୍ଭେ ତାଙ୍କର ସଞ୍ଚିତ ଜାତି ହବେ ଓ ତାଙ୍କର ସମସ୍ତ ଆଜ୍ଞା ମାନିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସଦାପ୍ରଭୁ ଆଜି ତାଙ୍କ ପ୍ରତିଜ୍ଞା ଅନୁସାରେ ଘୋଷଣା କରିଛନ୍ତି ଯେ, ତୁମ୍ଭେ ତାଙ୍କର ସଞ୍ଚିତ ଜାତି ହେବ ଓ ତାଙ୍କର ସମସ୍ତ ଆଜ୍ଞା ମାନିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;