Deuteronomy 26:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରକ୍ସ୍ଟ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ଯାତି ଓ ସମ୍ମାନ ଦବେେ। ଏବଂ ତୁମ୍ଭମାନେେ ତାଙ୍କର ନିଜର ପବିତ୍ର ଲୋକ ହବେ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତୁମ୍ଭକୁ ପ୍ରଶଂସାରେ ଓ ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରୁ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ୟାତି ଓ ସମ୍ମାନ ଦେବେ। ଏବଂ ତୁମ୍ଭେମାନେ ତାଙ୍କର ନିଜର ପବିତ୍ର ଲୋକ ହେବ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।