Deuteronomy 26:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଦତ୍ତ ଆପଣା ସହେି ଦେଶ ରେ ଭୂମିରକ୍ସ୍ଟ ଫଳିଥିବା ସମସ୍ତ ଫଳ ଓ ପରିବାରକ୍ସ୍ଟ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗକ୍ସ୍ଟଡି ରେ ତାହା ନଇେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକକ୍ସ୍ଟ ତୁମ୍ଭେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ଯାବତୀୟ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।
Odia IRV 2017 (ଓଡିଆ ବାଇବେଲ)