Deuteronomy 26:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ସମୟରେ ଯାଜକ ନିକଟକକ୍ସ୍ଟ ୟିବା ଉଚିତ୍ ଏବଂ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦବୋପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସହେି ଦେଶ ରେ ଆମ୍ଭେ ବାସ କରୁଅଛକ୍ସ୍ଟ। ଏହା ଆମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସାକ୍ଷାତ ରେ ଘାଷେଣା କରୁଅଛକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ସମୟରେ ଯାଜକ ନିକଟକୁ ଯିବା ଉଚିତ୍ ଏବଂ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ବାସ କରୁଅଛୁ। ଏହା ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଘୋଷଣା କରୁଅଛୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, “ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।