Deuteronomy 26:5 — Compare Translations

5 translations compared side by side

Odia - 1840
"ତା'ପରେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଉତ୍ତର ଦଇେ କହିବ,'ଜଣେ ବକ୍ସ୍ଟଲକ୍ସ୍ଟଥିବା, ଅରାମୀଯ ଲୋକ ମାରେପିତା ଥିଲେ ଓ ସେ ମିଶରକକ୍ସ୍ଟ ଗଲେ ଏବଂ ସଠାେରେ ଅଳ୍ପ କେତକେ ଲୋକ ସହିତ ବାସ କଲେ। ସଠାେରେ ସେ ଜାତୀଯ ଲୋକମାନଙ୍କ ମଧିଅରେ ମହାନ ଓ ଶକ୍ତିଶାଳୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, ଏକଜଣ ନଷ୍ଟ-କଳ୍ପ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ ଓ ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,‘ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ୍, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।