Deuteronomy 26:6 — Compare Translations
5 translations compared side by side
Odia - 1840
"ସେଥି ରେ ମିସ୍ରୀଯ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ କଲେ ଓ ଆମ୍ଭମାନଙ୍କୁ କଷ୍ଟ ଦଇେ କଠିନ ପରିଶ୍ରମ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ଵ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କଷ୍ଟ ଦେଇ କଠିନ ପରିଶ୍ରମ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମିସରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ୱ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ୱ କରାଇଲେ।