Deuteronomy 26:7 — Compare Translations
5 translations compared side by side
Odia - 1840
"ଏହାପରେ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲକ୍ସ୍ଟ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକକ୍ସ୍ଟ ହୃଦଯଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ଵରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଉପଦ୍ରବ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକୁ ହୃଦୟଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।