Deuteronomy 26:8 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ବଳବାନ ହସ୍ତଦ୍ବାରା ଓ ବିସ୍ତୀର୍ଣ ବାହକ୍ସ୍ଟଦ୍ବାରା ଓ ମହାତ୍ରାସଦ୍ବାରା ଓ ନାନା ଚିହ୍ନ ଦ୍ବାରା, ଆଶ୍ଚର୍ୟ୍ଯ କର୍ମମାନଦ୍ବାରା ଆମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଓ ମହାତ୍ରାସ ଦ୍ଵାରା ଓ ନାନା ଚିହ୍ନ ଦ୍ଵାରା ଓ ଆଶ୍ଚର୍ଯ୍ୟକର୍ମ ଦ୍ଵାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଓ ମହାତ୍ରାସ ଦ୍ୱାରା ଓ ନାନା ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମମାନ ଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟକର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟ କର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।