Deuteronomy 26:9 — Compare Translations
5 translations compared side by side
Odia - 1840
"ଏହାପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକକ୍ସ୍ଟ ଆଣିଛନ୍ତି ଓ ଏହି ଦେଶ ଦିଗ୍ଧମଧକ୍ସ୍ଟ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଛନ୍ତି ଓ ଏହି ଦେଶ ଦୁଗ୍ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।