Deuteronomy 27:1 — Compare Translations
5 translations compared side by side
Odia - 1840
"ମାଶାେ ଏବଂ ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଲେ, ମୁ ଆଜି ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦଇେଛି, ସଗେକ୍ସ୍ଟଡିକ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଆଜି ମୁଁ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେସବୁ ପାଳନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକଙ୍କ ପାଇଁ ପଥରର ସ୍ମୃତି ଫଳକ ମୋଶା ଏବଂ ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଲେ, “ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଛି, ସେଗୁଡ଼ିକ ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।”