Deuteronomy 27:10 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ କଥା ରେ କର୍ଣପାତ କର ଓ ଆଜି ମୁ ତାଙ୍କର ଯେଉଁ ସମସ୍ତ ଆଜ୍ଞା ବିଧି ତକ୍ସ୍ଟମ୍ଭଙ୍କକ୍ସ୍ଟ ଆଜ୍ଞା କରୁଅଛି। ତାହା ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ କଥାରେ କର୍ଣ୍ଣପାତ କର ଓ ଆଜି ମୁଁ ତାଙ୍କର ଯେଉଁ ସମସ୍ତ ଆଜ୍ଞା ବିଧି ତୁମ୍ଭଙ୍କୁ ଆଜ୍ଞା କରୁଅଛି। ତାହା ପାଳନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।