Deuteronomy 27:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ୟର୍ଦ୍ଦନ ପାର ହବୋପରେଶିମିଯୋନ, ଲବେୀ, ୟିହକ୍ସ୍ଟଦା, ଇଷାଖର, ଯୋଷଫେ ଓ ବିଦ୍ଯାମୀନ ଗୋଷ୍ଠୀଗଣ ସମସ୍ତ ଲୋକମାନଙ୍କୁ ଆଶୀର୍ବାଦ ନିମନ୍ତେ ଗରିଷୀମ୍ ପର୍ବତ ଉପରେ ନିଶ୍ଚଯ ଛିଡା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ଯୋଷେଫ ଓ ବିନ୍ୟାମୀନ, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ୍ ପର୍ବତରେ ଠିଆ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯର୍ଦ୍ଦନ ପାର ହେବାପରେ ଶିମିୟୋନ, ଲେବୀ, ଯିହୁଦା, ଇଷାଖର, ଯୋଷେଫ ଓ ବିନ୍ୟାମୀନ ଗୋଷ୍ଠୀଗଣ ସମସ୍ତ ଲୋକମାନଙ୍କୁ ଆଶୀର୍ବାଦ ନିମନ୍ତେ ଗରିଷୀମ୍ ପର୍ବତ ଉପରେ ନିଶ୍ଚୟ ଛିଡ଼ା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ।