Deuteronomy 27:13 — Compare Translations
5 translations compared side by side
Odia - 1840
"ଏବଂ ରୂବନ୍େ, ଗାଦ୍, ଆଶରେ, ସବୂଲୂନ୍,ଦାନ, ନଲ୍ଗାଲି ଗୋଷ୍ଠୀଯକକ୍ସ୍ଟ ଅଭିଶାପ ଦବୋ ନିମନ୍ତେ ଏବଲ ପର୍ବତ ରେ ଠିଆ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରୁବେନ୍ ଓ ଗାଦ୍ ଓ ଆଶେର୍ ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ରୁବେନ୍, ଗାଦ୍, ଆଶେର, ସବୂଲୂନ୍, ଦାନ, ନପ୍ତାଲି ଗୋଷ୍ଠୀୟକୁ ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।