Deuteronomy 27:15 — Compare Translations
5 translations compared side by side
Odia - 1840
"' ଯେଉଁ ମନକ୍ସ୍ଟଷ୍ଯ କୌଣସି ଖାଦେିତ କିଅବା ଛାଞ୍ଚଢଳା ମୂର୍ତ୍ତୀ ନିର୍ମାଣ କରେ ଯାହା ସଦାପ୍ରଭୁ ଘୃଣା କରନ୍ତି ଏବଂ ଏହାକକ୍ସ୍ଟ ଏକ ଗୋପନ ସ୍ଥାନ ରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହବୋ ଉଚିତ୍।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ । ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ଆମେନ୍ (ଏପରି ହେଉ) ।
Odia Bible ERV 2004 (ପବିତ୍ର ବାଇବଲ)
“‘ଯେଉଁ ମନୁଷ୍ୟ କୌଣସି ଖୋଦିତ କିଅବା ଛାଞ୍ଚ ଢଳା ମୂର୍ତ୍ତି ନିର୍ମାଣ କରେ ଯାହା ସଦାପ୍ରଭୁ ଘୃଣା କରନ୍ତି ଏବଂ ଏହାକୁ ଏକ ଗୋପନ ସ୍ଥାନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେବା ଉଚିତ୍।’ “ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍’।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍” (ଏହିପରି ହେଉ)।
Odia IRV 2017 (ଓଡିଆ ବାଇବେଲ)
“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍’ (ଏହିପରି ହେଉ)।