Deuteronomy 27:16 — Compare Translations

5 translations compared side by side

Odia - 1840
" ଲବେୀୟମାନେ କହିବେ, 'ଆପଣା ପିତା ମାତାଙ୍କୁ ୟିଏ ଅବଜ୍ଞା କରେ ଓ ଅସମ୍ମାନ କରେ ସେ ଅଭିଶଲ୍ଗ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ । ତହିଁରେ ସମସ୍ତ ଲୋକ କହିବେ, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନେ କହିବେ, ‘ଆପଣା ପିତାମାତାଙ୍କୁ ଯିଏ ଅବଜ୍ଞା କରେ ଓ ଅସମ୍ମାନ କରେ ସେ ଅଭିଶପ୍ତ ହେଉ।’ “ସେଥିରେ ସମସ୍ତେ କହିବେ, ‘ଆମେନ୍’।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍’।