Deuteronomy 27:17 — Compare Translations
5 translations compared side by side
Odia - 1840
" ଲବେୀୟମାନେ କହିବେ, ' ଯେଉଁ ଲୋକ ଆପଣା ପ୍ରତିବେଶୀର ଭୂମିର ଚିହ୍ନ ଘକ୍ସ୍ଟଞ୍ଚାଏ, ସେ ଅଭିଶଲ୍ଗ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ । ତହିଁରେ ସମସ୍ତ ଲୋକ କହିବେ, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନେ କହିବେ, ‘ଯେଉଁ ଲୋକ ଆପଣା ପ୍ରତିବାସୀର ଭୂମିର ଚିହ୍ନ ଘୁଞ୍ଚାଏ, ସେ ଅଭିଶପ୍ତ ହେଉ।’ “ସେଥିରେ ସମସ୍ତେ କହିବେ, ‘ଆମେନ୍।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Odia IRV 2017 (ଓଡିଆ ବାଇବେଲ)
“ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍’।