Deuteronomy 27:2 — Compare Translations

5 translations compared side by side

Odia - 1840
"ଯେଉଁଦିନ ତୁମ୍ଭମାନେେ ଯେତବେେଳେ ୟର୍ଦ୍ଦନ ନଦୀ ପାରହେଲ ଏବଂ ସହେି ଦେଶ ରେ ପ୍ରବେଶ କଲ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି। ସହେିଦିନ ହିଁ ଏକ ବୃହତ୍ ପ୍ରସ୍ତର ସ୍ଥାପନ କରି ତାହା ଲପନେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହିଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦିନ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ନଦୀ ପାରହେଲ ଏବଂ ସେହି ଦେଶରେ ପ୍ରବେଶ କଲ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି। ସେହି ଦିନ ହିଁ ଏକ ବୃହତ୍ ପ୍ରସ୍ତର ସ୍ଥାପନ କରି ତାହା ଲେପନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।