Deuteronomy 27:20 — Compare Translations

5 translations compared side by side

Odia - 1840
" ଲବେୀୟମାନେ କହିବେ, ' ଯେଉଁ ଲୋକ ଆପଣା ପିତାଙ୍କ ଭାର୍ୟ୍ଯା ସହିତ ଶଯନ କରେ ସେ ଅଭିଶଲ୍ଗ ହେଉ। କାରଣ ସେ ଯାହା ତା'ର ପିତାର ସେ ତାକକ୍ସ୍ଟ ଅନାବରଣ କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ଆପଣା ପିତୃଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ; ଯେହେତୁ ସେ ଆପଣା ପିତାର ଅଞ୍ଚଳ ଅନାବୃତ କଲା । ତହିଁରେ ସମସ୍ତ ଲୋକ କହିବେ, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନେ କହିବେ, ‘ଯେଉଁ ଲୋକ ଆପଣା ପିତାଙ୍କ ଭାର୍ଯ୍ୟା ସହିତ ଶୟନ କରେ ସେ ଅଭିଶପ୍ତ ହେଉ। କାରଣ ସେ ଯାହା ତା’ର ପିତାର ସେ ତାକୁ ଅନାବରଣ କରିଥାଏ।” “ଏଥିରେ ସମସ୍ତେ କହିବେ, ‘ଆମେନ୍।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
“ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧୀକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’