Deuteronomy 27:22 — Compare Translations

5 translations compared side by side

Odia - 1840
" ଲବେୀୟମାନେ କହିବେ, ' ଯେଉଁମାନେ ସମାନଙ୍କେ ଭଉଣୀ ବା ପିତୃକନ୍ଯା ବା ମାତୃକନ୍ଯା ସହିତ ୟୌନ ସଐର୍କ ରେଖ ସେ ଅଭିଶଲ୍ଗ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃକନ୍ୟା କି ଆପଣା ମାତୃକନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ । ତହିଁରେ ସମସ୍ତ ଲୋକ କହିବେ, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନେ କହିବେ, ‘ଯେଉଁମାନେ ସେମାନଙ୍କ ଭଉଣୀ ବା ପିତୃକନ୍ୟା ବା ମାତୃକନ୍ୟା ସହିତ ଯୌନ ସମ୍ପର୍କ ରଖେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ଆମେନ୍।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ଆପଣା ଭଗିନୀ, ଅର୍ଥାତ୍‍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
“ଯେକେହି ଆପଣା ଭଗିନୀ, ଅର୍ଥାତ୍‍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’