Deuteronomy 27:23 — Compare Translations

5 translations compared side by side

Odia - 1840
" ଲବେୀୟମାନେ କହିବେ, ଯେ କହେି ଆପଣା ଶାଶକ୍ସ୍ଟ ସଙ୍ଗେ ୟୌନ ସଐର୍କ ରକ୍ଷାକରେ ସେ ଅଭିଶଲ୍ଗ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ । ତହିଁରେ ସମସ୍ତ ଲୋକ କହିବେ, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନେ କହିବେ, ‘ଯେକେହି ଆପଣା ଶାଶୁ ସଙ୍ଗେ ଯୌନ ସମ୍ପର୍କ ରକ୍ଷାକରେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
“ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’