Deuteronomy 27:24 — Compare Translations
5 translations compared side by side
Odia - 1840
" ଲବେୀୟମାନେ କହିବେ, ଯେଉଁଲୋକ ଆପଣା ପଡ଼ୋଶୀକକ୍ସ୍ଟ ଗୋପନ ରେ ହତ୍ଯା କରେ ସେ ଅଭିଶଲ୍ଗ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ଆପଣା ପ୍ରତିବାସୀକି ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ । ତହିଁରେ ସମସ୍ତ ଲୋକ କହିବେ, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନେ କହିବେ, ‘ଯେଉଁ ଲୋକ ଆପଣା ପଡ଼ୋଶୀକୁ ଗୋପନରେ ହତ୍ୟା କରେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Odia IRV 2017 (ଓଡିଆ ବାଇବେଲ)
“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’