Deuteronomy 27:26 — Compare Translations
5 translations compared side by side
Odia - 1840
" ଲବେୀୟମାନେ କହିବେ, ' ଯେଉଁ ଲୋକ ଏହି ବ୍ଯବସ୍ଥାର ପାଳନ କରେ ନାହିଁ କିମ୍ବା ଅନକ୍ସ୍ଟସରଣ କରେ ନାହିଁ, ସେ ଅଭିଶଲ୍ଗ ହେଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ । ତହିଁରେ ସମସ୍ତ ଲୋକ କହିବେ, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନେ କହିବେ, ‘ଯେଉଁ ଲୋକ ଏହି ବ୍ୟବସ୍ଥାର ପାଳନ କରେ ନାହିଁ କିମ୍ବା ଅନୁସରଣ କରେ ନାହିଁ, ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍।
Odia IRV 2017 (ଓଡିଆ ବାଇବେଲ)
“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’