Deuteronomy 27:4 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଆଜି ମୁ ଯେଉଁ ପ୍ରସ୍ତର ଗକ୍ସ୍ଟଡିକ ବିଷଯ ରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦଲେି, ତୁମ୍ଭମାନେେ ୟର୍ଦ୍ଦନ ପାର ହେଲାପରେ ଏବଲ ପର୍ବତ ରେ ସହେି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ସବୁ ଚକ୍ସ୍ଟନ ରେ ଲପେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଆଜି ମୁଁ ଯେଉଁ ପ୍ରସ୍ତର ଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ପରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ସବୁ ଚୂନରେ ଲେପିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।