Deuteronomy 27:5 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ସଠାେରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଇଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ଅର୍ଥାତ୍ ପଥର ରେ ଏକ ୟଜ୍ଞବଦେୀ ନିର୍ମାଣ କରିବ। ସହେି ପଥର କାଟିବା ରେ ଲକ୍ସ୍ଟହା ବ୍ଯବହାର କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେସବୁ ପ୍ରସ୍ତର ଉପରେ ଲୌହ-ଅସ୍ତ୍ର ଉଞ୍ଚାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ଅର୍ଥାତ୍ ପଥରରେ ଏକ ଯଜ୍ଞବେଦି ନିର୍ମାଣ କରିବ। ସେହି ପଥର କାଟିବାରେ ଲୁହା ବ୍ୟବହାର କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍‍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍‍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ-ଅସ୍ତ୍ର ଉଞ୍ଚାଇବ ନାହିଁ।