Deuteronomy 27:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ୟଜ୍ଞବଦେୀ ସମସ୍ତ ଅଚଞ୍ଛା ପଥର ରେ ନିର୍ମାଣ କରିବା ଉଚିତ୍ ଓ ତୁମ୍ଭମାନେେ ସହେି ସ୍ଥାନ ରେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ହାମବେଳି ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯଜ୍ଞବେଦି ସମସ୍ତ ଅଚଞ୍ଛା ପଥରରେ ନିର୍ମାଣ କରିବା ଉଚିତ୍ ଓ ତୁମ୍ଭେମାନେ ସେହି ସ୍ଥାନରେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ହୋମବଳି ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;