Deuteronomy 27:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ ଉତ୍ସର୍ଗ କରି ସଠାେରେ ଭୋଜନ କରିବ ଓ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ ଉତ୍ସର୍ଗ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।