Deuteronomy 27:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ପ୍ରସ୍ତର ଉପରେ ଏହି ବ୍ଯବସ୍ଥାର ସମସ୍ତ କଥା ସକ୍ସ୍ଟନ୍ଦରଭାବେ ଖାେଳି ଲେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ସୁନ୍ଦରଭାବେ ଖୋଳି ଲେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।